ମାର୍କ 10:49 - ପବିତ୍ର ବାଇବଲ49 ଯୀଶୁ ଅଟକି ଗଲେ ଓ କହିଲେ, “ତାହାକୁ କୁହ ମୋ’ ପାଖକୁ ଆସୁ।” ଲୋକମାନେ ଅନ୍ଧ ଲୋକଟିକୁ ଡାକି କହିଲେ, “ସାହସ ଧର, ଉଠ। ଯୀଶୁ ତୁମ୍ଭକୁ ଡାକୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)49 ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ। ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। Viz kapitolaଓଡିଆ ବାଇବେଲ49 ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ । ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)49 ଯୀଶୁ ଅଟକି ଯାଇ କହିଲେ, ତାକୁ ଡ଼ାକ”। ଲୋକମାନେ ଅନ୍ଧକୁ ଡ଼ାକି କହିଲେ, “ବ୍ୟସ୍ତ ହୁଅ ନାହିଁ, ଉଠି ଆସ, ସେ ତୁମକୁ ଡ଼ାକୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। Viz kapitola |