ମାର୍କ 10:5 - ପବିତ୍ର ବାଇବଲ5 ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି। Viz kapitolaଓଡିଆ ବାଇବେଲ5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)5 ଯୀଶୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ଏପରି ବ୍ୟବସ୍ଥା କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି। Viz kapitola |