Online Bible

- Reklamy -




ମାର୍କ 10:9 - ପବିତ୍ର ବାଇବଲ

9 ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ।

Viz kapitola kopírovat

ଓଡିଆ ବାଇବେଲ

9 ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର ଯେଉଁମାନଙ୍କୁ ସଂଯୁକ୍ତ କରିଛନ୍ତି, ମନୁଷ୍ୟ ସେମାନଙ୍କୁ ବିଚ୍ଛିନ୍ନ ନ କରୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”

Viz kapitola kopírovat




ମାର୍କ 10:9

Následuj nás:

Reklamy


Reklamy