Online Bible

- Reklamy -




ମାର୍କ 11:13 - ପବିତ୍ର ବାଇବଲ

13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମିରି ଫଳର ସମୟ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

13 ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ । କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଗୋଟିଏ ଡ଼ିମିରି ବୃକ୍ଷରେ ବହୁତ ପତ୍ର ହୋଇଥିବାର ସେ ଦୂରରୁ ଦେଖିଲେ। ସେଥିରେ ଫଳ ଅଛି କି ନାହିଁ, ଦେଖିବା ପାଇଁ ଯୀଶୁ ତା’ ନିକଟକୁ ଗଲେ। ସେଥିରେ ପତ୍ର ଛଡ଼ା ଆଉ କିଛି ଦେଖିଲେ ନାହିଁ, କାରଣ ସେତେବେଳେ ଡ଼ିମିରି ଫଳିବାର ଉପଯୁକ୍ତ ସମୟ ହୋଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।

Viz kapitola kopírovat




ମାର୍କ 11:13

Následuj nás:

Reklamy


Reklamy