ମାର୍କ 11:18 - ପବିତ୍ର ବାଇବଲ18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। Viz kapitolaଓଡିଆ ବାଇବେଲ18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଏ ଘଟଣା ବିଷୟରେ ଶୁଣି ଯୀଶୁଙ୍କୁ ହତ୍ୟା କରିବା ପାଇଁ ଉପାୟ ଖୋଜିବାକୁ ଲାଗିଲେ। ସେମାନେ ଯୀଶୁଙ୍କୁ ଭୟ କରୁଥିଲେ। କାରଣ ଲୋକମାନେ ତାଙ୍କ ଶିକ୍ଷାରେ ମୁଗ୍ଧ ହୋଇଯାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। Viz kapitola |