ମାର୍କ 11:20 - ପବିତ୍ର ବାଇବଲ20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମିରି ଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ। Viz kapitolaଓଡିଆ ବାଇବେଲ20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ପରଦିନ ସେମାନେ ବାଟରେ ଯାଉଥିବାବେଳେ ଦେଖିଲେ ସେହି ଡ଼ିମିରି ଗଛଟି ମୂଳରୁ ଶୁଖି ଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ। Viz kapitola |