Online Bible

- Reklamy -




ମାର୍କ 11:21 - ପବିତ୍ର ବାଇବଲ

21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମିରି ଗଛକୁ ଶାପ ଦେଇଥିଲେ, ତାହା ଶୁଖିଗଲାଣି।

Viz kapitola kopírovat

ଓଡିଆ ବାଇବେଲ

21 ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ପୂର୍ବଦିନ କଥା ସ୍ମରଣ କରି ପିତର ଯୀଶୁଙ୍କୁ କହିଲେ, “ଗୁରୁ ଦେଖନ୍ତୁ ଆପଣଙ୍କ ଦ୍ୱାରା ଅଭିଶପ୍ତ ଡ଼ିମିରି ଗଛଟି ମରିଯାଇଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।

Viz kapitola kopírovat




ମାର୍କ 11:21

Následuj nás:

Reklamy


Reklamy