ମାର୍କ 11:29 - ପବିତ୍ର ବାଇବଲ29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି। Viz kapitolaଓଡିଆ ବାଇବେଲ29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି । Viz kapitolaପବିତ୍ର ବାଇବଲ (CL) NT (BSI)29 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କୁ ଗୋଟିଏ ମାତ୍ର ପ୍ରଶ୍ନ ପଚାରିବି। ଯଦି ତା’ର ଉତ୍ତର ଦେଇ ପାରିବ, ଏସବୁ କରିବା ପାଇଁ ମୋର କି ଅଧିକାର ଅଛି, ତାହା ତୁମ୍ଭମାନଙ୍କୁ କହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି। Viz kapitola |