ମାର୍କ 11:30 - ପବିତ୍ର ବାଇବଲ30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୋହନଙ୍କର ବାପ୍ତିସ୍ମ ସ୍ଵର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ। Viz kapitolaଓଡିଆ ବାଇବେଲ30 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା ? ମୋତେ ଉତ୍ତର ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)30 “ଜଳଦୀକ୍ଷା ଦେବା ଅଧିକାର ଯୋହନ କାହାଠାରୁ ପାଇଥିଲେ, ଈଶ୍ୱରଙ୍କଠାରୁ ନା ମନୁଷ୍ୟଠାରୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।” Viz kapitola |