ମାର୍କ 11:5 - ପବିତ୍ର ବାଇବଲ5 କେତେକ ଲୋକ ସେଠାରେ ଠିଆ ହୋଇଥିଲେ। ସେମାନେ ଏହା ଦେଖି ପଗ୍ଭରିଲେ, “ତୁମ୍ଭେମାନେ ଏ ଗଧଛୁଆକୁ କାହିଁକି ଖୋଲୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଛ? Viz kapitolaଓଡିଆ ବାଇବେଲ5 ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କ'ଣ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)5 ତାକୁ ଫିଟାଇବାବେଳେ ପାଖରେ ଠିଆ ହୋଇଥିବା କେତେଜଣ ପଚାରିଲେ, “କଅଣ କରୁଛ, ଗଧ ଛୁଆକୁ ଫିଟାଉଛ କାହିଁକି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ? Viz kapitola |