Online Bible

- Reklamy -




ମାର୍କ 11:7 - ପବିତ୍ର ବାଇବଲ

7 ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ସେ ତାହା ଉପରେ ବସିଲେ।

Viz kapitola kopírovat

ଓଡିଆ ବାଇବେଲ

7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଶିଷ୍ୟମାନେ ଗଧ ଛୁଆକୁ ଆଣି ତା’ ପିଠିରେ ନିଜର ଲୁଗା ବିଛାଇ ଦେଲେ ଏବଂ ଯୀଶୁ ତା’ ଉପରେ ବସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।

Viz kapitola kopírovat




ମାର୍କ 11:7

Následuj nás:

Reklamy


Reklamy