ମାର୍କ 12:10 - ପବିତ୍ର ବାଇବଲ10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ? “ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର ‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; Viz kapitolaପବିତ୍ର ବାଇବଲ (CL) NT (BSI)10 ଶାସ୍ତ୍ରରେ ଏହି କଥା ତୁମେ ନିଶ୍ଚୟ ପଢ଼ିଛ। ‘ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଦରକାରୀ ଭାବି ଛାଡ଼ି ଦେଇଥିଲେ, ତାହା ଗୃହର ପ୍ରଧାନ କୋଣପଥର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; Viz kapitola |