Online Bible

- Reklamy -




ମାର୍କ 12:13 - ପବିତ୍ର ବାଇବଲ

13 ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

13 ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 କେତେକ ଫାରୁଶୀ ଓ ହେରୋଦ ଦଳର କେତେ ଜଣ ଯୀଶୁଙ୍କୁ ପ୍ରଶ୍ନ ପଚାରି ଫାନ୍ଦରେ ପକାଇବା ପାଇଁ ଆସିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।

Viz kapitola kopírovat




ମାର୍କ 12:13

Následuj nás:

Reklamy


Reklamy