Online Bible

- Reklamy -




ମାର୍କ 12:14 - ପବିତ୍ର ବାଇବଲ

14 ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?

Viz kapitola kopírovat

ଓଡିଆ ବାଇବେଲ

14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ସେମାନେ ଯୀଶୁଙ୍କୁ ପଚାରିଲେ, “ଗୁରୁ, ଆମେ ଜାଣୁ ଲୋକମତକୁ ଭୟ ନ କରି ଆପଣ ସତ କଥା କହନ୍ତି। କାହାର ପଦମର୍ଯ୍ୟାଦା ପ୍ରତି ଦୃଷ୍ଟି ନ ଦେଇ ଆପଣ ଈଶ୍ୱରଙ୍କ ଇଚ୍ଛା ବିଷୟରେ ଶିକ୍ଷା ଦିଅନ୍ତି। କହନ୍ତୁ, ରୋମ ସମ୍ରାଟଙ୍କୁ କର ଦେବା ଆମ ଧର୍ମବ୍ୟବସ୍ଥାର ବିରୁଦ୍ଧ କି ନା? ଆମେ କର ଦେବା କି ନାହିଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?

Viz kapitola kopírovat




ମାର୍କ 12:14

Následuj nás:

Reklamy


Reklamy