Online Bible

- Reklamy -




ମାର୍କ 12:15 - ପବିତ୍ର ବାଇବଲ

15 ଯୀଶୁ ସେମାନଙ୍କ ଗ୍ଭ‌ଲ୍‌ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।

Viz kapitola kopírovat

ଓଡିଆ ବାଇବେଲ

15 ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଯୀଶୁ ସେମାନଙ୍କ ଛଳନା ବୁଝିପାରି କହିଲେ, “ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? ଗୋଟଏ ରୌପ୍ୟମୁଦ୍ରା ଆଣ, ମୁଁ ଦେଖେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”

Viz kapitola kopírovat




ମାର୍କ 12:15

Následuj nás:

Reklamy


Reklamy