ମାର୍କ 12:16 - ପବିତ୍ର ବାଇବଲ16 ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେମାନେ ତାହା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। Viz kapitolaଓଡିଆ ବାଇବେଲ16 ତହିଁରେ ସେମାନେ ତାହା ଆଣିଲେ । ଯୀଶୁ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର ? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ ମୁଦ୍ରାଟିଏ ଆଣିବାରୁ ଯୀଶୁ ପଚାରିଲେ, “ଏହା ଉପରେ କାହାର ପ୍ରତିକୃତି ଓ ନାମ ରହିଛି?” “ସମ୍ରାଟଙ୍କ”ର ବୋଲି ସେମାନେ ଉତ୍ତର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। Viz kapitola |