ମାର୍କ 12:20 - ପବିତ୍ର ବାଇବଲ20 ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା; Viz kapitolaଓଡିଆ ବାଇବେଲ20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; Viz kapitolaପବିତ୍ର ବାଇବଲ (CL) NT (BSI)20 ଏକଦା ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ବିବାହ କରି ନିଃସନ୍ତାନ ହୋଇ ମରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; Viz kapitola |