Online Bible

- Reklamy -




ମାର୍କ 12:22 - ପବିତ୍ର ବାଇବଲ

22 ସାତ ଜଣ ଭାଇ ସେହି ସ୍ତ୍ରୀ ଲୋକକୁ ଜଣକ ପରେ ଜଣେ ବିବାହ କଲେ ଓ ଶେଷରେ ମରିଗଲେ। ସେମାନଙ୍କ ମଧ୍ୟରୁ କାହାରି ହେଲେ କୌଣସି ପିଲାପିଲି ନ ଥିଲେ। ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।

Viz kapitola kopírovat

ଓଡିଆ ବାଇବେଲ

22 ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ତୃତୀୟ ଭାଇ ଓ ଅନ୍ୟାନ୍ୟ ଭାଇମାନେ ସେହି ଜଣେ ସ୍ତ୍ରୀ ଲୋକକୁ ବିବାହ କରି ସମସ୍ତେ ନିଃସନ୍ତାନ ହୋଇ ମରିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।

Viz kapitola kopírovat




ମାର୍କ 12:22

Následuj nás:

Reklamy


Reklamy