Online Bible

- Reklamy -




ମାର୍କ 12:23 - ପବିତ୍ର ବାଇବଲ

23 କିନ୍ତୁ ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ପୁନରୁ‌ତ୍‌ଥାନ ସମୟରେ, ସେହି ସ୍ତ୍ରୀଟି କାହାର ପତ୍ନୀ ହେବ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଶେଷରେ ସ୍ତ୍ରୀ ଲୋକଟି ମଧ୍ୟ ମରିଗଲା। ଏବେ କହନ୍ତୁ, ପୁନରୁତ୍ଥାନ ଦିବସରେ, ଯେତେବେଳେ ମୃତମାନେ ପୁନର୍ଜୀବିତ ହୋଇ ଉଠିବେ, ସେହି ସ୍ତ୍ରୀ ଲୋକଟି କାହାର ପତ୍ନୀ ହେବ? ସାତଜଣଯାକ ତ ତାକୁ ବିବାହ କରିଥିଲେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।

Viz kapitola kopírovat




ମାର୍କ 12:23

Následuj nás:

Reklamy


Reklamy