Online Bible

- Reklamy -




ମାର୍କ 12:24 - ପବିତ୍ର ବାଇବଲ

24 ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?

Viz kapitola kopírovat

ଓଡିଆ ବାଇବେଲ

24 ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କର କେଡ଼େ ଭ୍ରାନ୍ତ ଧାରଣା ଅଛି। ଧର୍ମଶାସ୍ତ୍ର ଓ ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମେ କିଛି ଜାଣ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?

Viz kapitola kopírovat




ମାର୍କ 12:24

Následuj nás:

Reklamy


Reklamy