ମାର୍କ 12:26 - ପବିତ୍ର ବାଇବଲ26 ପୁନରୁତ୍ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’। Viz kapitolaପବିତ୍ର ବାଇବଲ (Re-edited) - (BSI)26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେସମ୍ଵନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ, ଈଶ୍ଵର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର? Viz kapitolaଓଡିଆ ବାଇବେଲ26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ? Viz kapitolaପବିତ୍ର ବାଇବଲ (CL) NT (BSI)26 ମୃତବ୍ୟକ୍ତିମାନଙ୍କର ପୁନରୁତ୍ଥାନ କଥା ପଚାରୁଛ? ମୋଶାଙ୍କ ପୁସ୍ତକରେ ଜ୍ୱଳନ୍ତ ବୁଦା ବିଷୟରେ ପଢ଼ି ନାହଁ କି? ସେଥିରେ ଲେଖା ଅଛି, ଈଶ୍ୱର ମୋଶାଙ୍କୁ କହିଲେ, ‘ଆମେ ଅବ୍ରାହାମଙ୍କ ଈଶ୍ୱର, ଯିସାହକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର!’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର? Viz kapitola |