ମାର୍କ 12:29 - ପବିତ୍ର ବାଇବଲ29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି; Viz kapitolaଓଡିଆ ବାଇବେଲ29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)29 ଯୀଶୁ ଉତ୍ତର ଦେଲେ, “ଇଶ୍ରାୟେଲୀୟ ଲୋକମାନେ ଶୁଣ - ସବୁଠାରୁ ଶ୍ରେଷ୍ଠ ଆଜ୍ଞାଟି ହେଉଛି, ‘ଆମ୍ଭମାନଙ୍କ ପ୍ରଭୁ ଈଶ୍ୱର ଏକମାତ୍ର ପ୍ରଭୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି; Viz kapitola |