ମାର୍କ 12:30 - ପବିତ୍ର ବାଇବଲ30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’ Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର। Viz kapitolaଓଡିଆ ବାଇବେଲ30 ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର । Viz kapitolaପବିତ୍ର ବାଇବଲ (CL) NT (BSI)30 ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା, ସମ୍ପୂର୍ଣ୍ଣ ମନ, ଶକ୍ତି ସାମର୍ଥ୍ୟ ଦେଇ ପ୍ରେମ, ଭକ୍ତି କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ Viz kapitola |