ମାର୍କ 12:31 - ପବିତ୍ର ବାଇବଲ31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ। Viz kapitolaଓଡିଆ ବାଇବେଲ31 ଦ୍ୱିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)31 ଦ୍ୱିତୀୟ ଶ୍ରେଷ୍ଠ ଆଜ୍ଞା ହେଉଛି, ‘ତୁମେ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇଟି ଅପେକ୍ଷା ଶ୍ରେଷ୍ଠତର ଆଜ୍ଞା ଆଉ ନାହଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।” Viz kapitola |