Online Bible

- Reklamy -




ମାର୍କ 12:32 - ପବିତ୍ର ବାଇବଲ

32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;

Viz kapitola kopírovat

ଓଡିଆ ବାଇବେଲ

32 ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ଧର୍ମଗୁରୁ କହିଲେ, “ଗୁରୁ, ଆପଣ ଠିକ୍ କହିଛନ୍ତି! ବାସ୍ତବିକ୍ ଆପଣ କହିବା ଅନୁଯାୟୀ, କେବଳ ଆମ୍ଭମାନଙ୍କର ପ୍ରଭୁ ହେଉଛନ୍ତି ଏକ ଈଶ୍ୱର - ତାଙ୍କ ବିନା ଅନ୍ୟ ଈଶ୍ୱର ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;

Viz kapitola kopírovat




ମାର୍କ 12:32

Následuj nás:

Reklamy


Reklamy