ମାର୍କ 12:33 - ପବିତ୍ର ବାଇବଲ33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର। Viz kapitolaଓଡିଆ ବାଇବେଲ33 ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର । Viz kapitolaପବିତ୍ର ବାଇବଲ (CL) NT (BSI)33 ମନୁଷ୍ୟ ତା’ର ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ମନ, ସମ୍ପୂର୍ଣ୍ଣ ଶକ୍ତି ସାମର୍ଥ୍ୟ ଦେଇ ତାଙ୍କୁ ପ୍ରେମ ଓ ଭକ୍ତି କରିବା ସଙ୍ଗେ ସଙ୍ଗେ ତା’ର ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କରିବା ଆବଶ୍ୟକ। ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପଶୁ ଓ ଅନ୍ୟାନ୍ୟ ବଳି ଉତ୍ସର୍ଗ କରିବା ଅପେକ୍ଷା, ଏହି ଦୁଇଟି ଆଜ୍ଞା ପାଳନ କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର। Viz kapitola |