ମାର୍କ 12:34 - ପବିତ୍ର ବାଇବଲ34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ। ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। Viz kapitolaଓଡିଆ ବାଇବେଲ34 ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)34 ତାଙ୍କର ଜ୍ଞାନବାନ୍ ଉତ୍ତର ଶୁଣି ଯୀଶୁ କହିଲେ, “ତୁମେ ଈଶ୍ୱରଙ୍କ ରାଜ୍ୟଠାରୁ ବହୁଦୂରରେ ନାହଁ।” ଏହାପରେ ଯୀଶୁଙ୍କୁ ଆଉ ପ୍ରଶ୍ନ ପଚାରିବାକୁ କେହି ସାହସ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। Viz kapitola |