Online Bible

- Reklamy -




ମାର୍କ 12:37 - ପବିତ୍ର ବାଇବଲ

37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?

Viz kapitola kopírovat

ଓଡିଆ ବାଇବେଲ

37 ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 “ଏଥିରୁ ଜଣାଯାଉଛି ଯେ, ମସୀହଙ୍କୁ ଦାଉଦ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି। ତା’ହେଲେ ମସୀହ ଦାଉଦଙ୍କ ବଂଶଧର ହେବେ କିପରି?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”

Viz kapitola kopírovat




ମାର୍କ 12:37

Následuj nás:

Reklamy


Reklamy