ମାର୍କ 13:13 - ପବିତ୍ର ବାଇବଲ13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। Viz kapitolaଓଡିଆ ବାଇବେଲ13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)13 ମୋ’ ନିମନ୍ତେ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ, କିନ୍ତୁ ଯେଉଁମାନେ ଶେଷ ପର୍ଯ୍ୟନ୍ତ ଅଟଳ ରହିବେ, ସେମାନେ ପରିତ୍ରାଣ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।” Viz kapitola |