Online Bible

- Reklamy -




ମାର୍କ 13:14 - ପବିତ୍ର ବାଇବଲ

14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’ ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେ-ବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;

Viz kapitola kopírovat

ଓଡିଆ ବାଇବେଲ

14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 “ତୁମେ ସେହି ‘ଧ୍ୱଂସକାରୀ ଅଶୁଚି ବସ୍ତୁକୁ ଦେଖିବ - ଯେଉଁଠାରେ ତାହାର ରହିବା ଅନୁଚିତ, ସେଇଠି ତାକୁ ଦେଖିବ” - (ପାଠକ ଏକଥା ବୁଝିବାକୁ ଚେଷ୍ଟା କରନ୍ତୁ) “ସେତେବେଳେ ଯିହୂଦାର ଅଧିବାସୀମାନେ ପର୍ବତ ଉପରକୁ ପଳାଇ ଯାଆନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 “କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;

Viz kapitola kopírovat




ମାର୍କ 13:14

Následuj nás:

Reklamy


Reklamy