ମାର୍କ 13:17 - ପବିତ୍ର ବାଇବଲ17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର ! Viz kapitolaଓଡିଆ ବାଇବେଲ17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! Viz kapitolaପବିତ୍ର ବାଇବଲ (CL) NT (BSI)17 ସେତେବେଳେ ଗର୍ଭବତୀ ସ୍ତ୍ରୀମାନଙ୍କର ଓ କୋଳରେ ଶିଶୁ ଧରିଥିବା ମାଆମାନଙ୍କର କି ଦୁର୍ଦ୍ଦଶା ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! Viz kapitola |