ମାର୍କ 13:20 - ପବିତ୍ର ବାଇବଲ20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ପ୍ରଭୁ ସେହି ସମୟ ଯେବେ ଊଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି। Viz kapitolaଓଡିଆ ବାଇବେଲ20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ପ୍ରଭୁ ସେହି ଦୁର୍ଦ୍ଦିନର ସମୟକୁ ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ସେଥିରୁ କେହି ରକ୍ଷା ପାଇ ପାରିବେ ନାହିଁ। ତାଙ୍କର ମନୋନୀତ ଲୋକମାନଙ୍କ ଲାଗି ସେହି ସମୟକୁ ସୀମିତ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି। Viz kapitola |