ମାର୍କ 13:21 - ପବିତ୍ର ବାଇବଲ21 “ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ଦେଖ, ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ। Viz kapitolaଓଡିଆ ବାଇବେଲ21 ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)21 ସେତେବେଳେ ଯଦି କେହି କହେ, ‘ଦେଖ, ମସୀହ ଏଇଠି ଅଛନ୍ତି,’ କିମ୍ବା ‘ଦେଖ, ମସୀହ ସେଇଠି ଅଛନ୍ତି,’ ତାକୁ ବିଶ୍ୱାସ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। Viz kapitola |