Online Bible

- Reklamy -




ମାର୍କ 13:22 - ପବିତ୍ର ବାଇବଲ

22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।

Viz kapitola kopírovat

ଓଡିଆ ବାଇବେଲ

22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଶଠ ମସୀହ ଓ ଶଠ ଭାବବାଦୀମାନେ ଦେଖାଦେବେ। ସମ୍ଭବ ହେଲେ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ମଧ୍ୟ ଠକିବା ପାଇଁ ସେମାନେ ଅଲୌକିକ କାର୍ଯ୍ୟ କରିବେ ଓ ଅଦ୍ଭୁତ ସଙ୍କେତ ସବୁ ଦେଖାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।

Viz kapitola kopírovat




ମାର୍କ 13:22

Následuj nás:

Reklamy


Reklamy