ମାର୍କ 13:26 - ପବିତ୍ର ବାଇବଲ26 “ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧ୍ୟରେ ଆସିବାର ଦେଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaଓଡିଆ ବାଇବେଲ26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେତେବେଳେ ମନୁଷ୍ୟପୁତ୍ର ଗୌରବ ଓ ମହାପରାକ୍ରମରେ ମେଘମାଳାରେ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। Viz kapitola |