Online Bible

- Reklamy -




ମାର୍କ 13:28 - ପବିତ୍ର ବାଇବଲ

28 “ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;

Viz kapitola kopírovat

ଓଡିଆ ବାଇବେଲ

28 ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 “ଡ଼ିମିରି ଗଛରୁ ଶିକ୍ଷା ଗ୍ରହଣ କର। ଯେତେବେଳେ ତା’ର କୋମଳ ଶାଖାପ୍ରାଶାଖାରୁ ନୂଆ ପତ୍ର ବାହାରେ, ଗ୍ରୀଷ୍ମଋତୁ ଆସନ୍ନ ବୋଲି ତୁମ୍ଭେମାନେ ଜାଣିପାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 “ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;

Viz kapitola kopírovat




ମାର୍କ 13:28

Následuj nás:

Reklamy


Reklamy