ମାର୍କ 13:29 - ପବିତ୍ର ବାଇବଲ29 ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭେମାନେ ଯେତେବେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତେବେଳେ ବୁଝ ଯେ, ‘ସେହି ସମୟ’ ନିକଟରେ ଆସି ପହଞ୍ଚିଗଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ। Viz kapitolaଓଡିଆ ବାଇବେଲ29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ । Viz kapitolaପବିତ୍ର ବାଇବଲ (CL) NT (BSI)29 ଠିକ୍ ସେହିପରି ଏହିସବୁ ଘଟଣା ଦେଖିଲେ, ଅନ୍ତିମକାଳ ନିକଟ ହେଲା ବୋଲି ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ। Viz kapitola |