Online Bible

- Reklamy -




ମାର୍କ 13:31 - ପବିତ୍ର ବାଇବଲ

31 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ସ୍ୱର୍ଗ ଓ ପୃଥିବୀର ବିଲୋପ ହେବ, କିନ୍ତୁ ମୋ’ କଥା କେବେ ଲୋପ ପାଇବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

Viz kapitola kopírovat




ମାର୍କ 13:31

Následuj nás:

Reklamy


Reklamy