Online Bible

- Reklamy -




ମାର୍କ 13:32 - ପବିତ୍ର ବାଇବଲ

32 “ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ସେହି ଦିନ କି ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗସ୍ଥ ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।

Viz kapitola kopírovat

ଓଡିଆ ବାଇବେଲ

32 କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 “ସେହି ଦିନ, ସେହି ମୁହୂର୍ତ୍ତ କେବେ ଆସିବ, କେହି ଜାଣନ୍ତି ନାହିଁ। ସ୍ୱୟଂ ଈଶ୍ୱରଙ୍କ ପୁତ୍ର କିମ୍ବା ସ୍ୱର୍ଗଦୂତମାନେ ମଧ୍ୟ ଏକଥା ଜାଣନ୍ତି ନାହିଁ - କେବଳ ପିତା ଈଶ୍ୱର ହିଁ ଜାଣନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 “କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।

Viz kapitola kopírovat




ମାର୍କ 13:32

Následuj nás:

Reklamy


Reklamy