Online Bible

- Reklamy -




ମାର୍କ 13:36 - ପବିତ୍ର ବାଇବଲ

36 ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

36 ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ସେ ଯଦି ହଠାତ୍ ଆସି ପହଞ୍ଚନ୍ତି, ତୁମକୁ ନିଦ୍ରିତାବସ୍ଥାରେ ସେ ନ ଦେଖନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।

Viz kapitola kopírovat




ମାର୍କ 13:36

Následuj nás:

Reklamy


Reklamy