Online Bible

- Reklamy -




ମାର୍କ 13:37 - ପବିତ୍ର ବାଇବଲ

37 ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ।

Viz kapitola kopírovat

ଓଡିଆ ବାଇବେଲ

37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ମୁଁ ତୁମକୁ ଯାହା କହୁଛି, ଅନ୍ୟମାନଙ୍କୁ ମଧ୍ୟ ତାହା କହୁଛି - ‘ଜାଗି ରୁହ’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”

Viz kapitola kopírovat




ମାର୍କ 13:37

Následuj nás:

Reklamy


Reklamy