ମାର୍କ 13:4 - ପବିତ୍ର ବାଇବଲ4 “ଏ ସବୁ କେବେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହୋଇଗଲା ବୋଲି, କ’ଣ କ’ଣ ଚିହ୍ନମାନ ଦେଖାଯିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ। Viz kapitolaଓଡିଆ ବାଇବେଲ4 ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)4 “ଏସବୁ କେବେ ଘଟିବ, ଆମକୁ କୁହନ୍ତୁ। କଅଣ ଦେଖି ଏସବୁ ପାଖ ହୋଇ ଆସିଲାଣି ବୋଲି ଆମେ ଜାଣିବୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ। Viz kapitola |