ମାର୍କ 13:6 - ପବିତ୍ର ବାଇବଲ6 ଅନେକ ଲୋକ ଆସିବେ ଏବଂ ସେମାନେ ମୋର ନାମ ବ୍ୟବହାର କରିବେ। ସେମାନେ ଦାବି କରିବେ, ‘ମୁଁ ସେହି’। ସେମାନେ ବହୁତ ଲୋକଙ୍କୁ ପ୍ରତାରଣା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନେକେ ମୋʼ ନାମରେ ଆସି, ମୁଁ ସେ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitolaଓଡିଆ ବାଇବେଲ6 ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)6 ଅନେକେ ମୋ’ ନାମ ନେଇ କହିବେ, ‘ମୁଁ ସେହି’ ଓ ଏହା ଦ୍ୱାରା ସେମାନେ ଅନେକଙ୍କୁ ବିଭ୍ରାନ୍ତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitola |