ମାର୍କ 13:9 - ପବିତ୍ର ବାଇବଲ9 “ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭା-ମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ। Viz kapitolaଓଡିଆ ବାଇବେଲ9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ । Viz kapitolaପବିତ୍ର ବାଇବଲ (CL) NT (BSI)9 “ତୁମ୍ଭମାନଙ୍କୁ ସାବଧାନ ରହିବାକୁ ହେବ। ତୁମ୍ଭେ ଗିରଫ ହୋଇ ଅଦାଲତକୁ ନିଆଯିବ। ତୁମେ ସମାଜ ଗୃହରେ ମାଡ଼ ଖାଇବ। ମୋ’ ଲାଗି ତୁମକୁ ଶାସକ ଓ ରାଜାମାନଙ୍କ ସମ୍ମୁଖରେ ଛିଡ଼ାହୋଇ ଏହି ଶୁଭବାର୍ତ୍ତା ଶୁଣାଇବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ। Viz kapitola |