ମାର୍କ 14:11 - ପବିତ୍ର ବାଇବଲ11 ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ଵେଷଣ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ସେମାନେ ତା’ କଥାରେ ଖୁସି ହେଲେ ଏବଂ ତାକୁ ସେଥିପାଇଁ କିଛି ଟଙ୍କା ଦେବାକୁ ଚୁକ୍ତି କଲେ। ସେହି ସମୟରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା। Viz kapitola |