ମାର୍କ 14:12 - ପବିତ୍ର ବାଇବଲ12 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି? Viz kapitolaଓଡିଆ ବାଇବେଲ12 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)12 ‘ଖମୀରଶୂନ୍ୟ ରୋଟୀ’ ପର୍ବର ପ୍ରଥମ ଦିବସରେ ଯେତେବେଳେ ‘ନିସ୍ତାର’ ପର୍ବର ଭୋଜନ ନିମନ୍ତେ ମେଣ୍ଢାଛୁଆ ବଳି ଦିଆଯାଏ, ଶିଷ୍ୟମାନେ ଯୀଶୁଙ୍କୁ ପଚାରିଲେ, “ଆମେ କେଉଁଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି? Viz kapitola |