ମାର୍କ 14:15 - ପବିତ୍ର ବାଇବଲ15 ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର। Viz kapitolaଓଡିଆ ବାଇବେଲ15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ତୁମକୁ ଉପର ମହଲାରେ ଗୋଟଏ ସୁସଜ୍ଜିତ ପ୍ରଶସ୍ତ କୋଠରୀ ଦେଖାଇବେ। ସେଠାରେ ତୁମେ ଆମ ପାଇଁ ସମସ୍ତ ବିଷୟ ପ୍ରସ୍ତୁତ କରବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।” Viz kapitola |