Online Bible

- Reklamy -




ମାର୍କ 14:17 - ପବିତ୍ର ବାଇବଲ

17 ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସନ୍ଧ୍ୟା ହୁଅନ୍ତେ, ସେ ଦ୍ଵାଦଶଙ୍କ ସହିତ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

17 ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସନ୍ଧ୍ୟାବେଳେ ଯୀଶୁ ଶିଷ୍ୟମାନଙ୍କ ସହିତ ସେହି ଗୃହରେ ଉପସ୍ଥିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।

Viz kapitola kopírovat




ମାର୍କ 14:17

Následuj nás:

Reklamy


Reklamy