ମାର୍କ 14:19 - ପବିତ୍ର ବାଇବଲ19 ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ସେମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ? Viz kapitolaଓଡିଆ ବାଇବେଲ19 ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କ'ଣ ମୁଁ ? Viz kapitolaପବିତ୍ର ବାଇବଲ (CL) NT (BSI)19 ଶିଷ୍ୟମାନେ ଏ କଥାରେ ବ୍ୟଥିତ ହୋଇ ଜଣ ଜଣ ହୋଇ ପଚାରିଲେ, “ଆପଣ ନିଶ୍ଚୟ ମୋତେ ଲକ୍ଷ୍ୟ କରି ଏକଥା କହି ନାହାନ୍ତି!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ? Viz kapitola |