Online Bible

- Reklamy -




ମାର୍କ 14:21 - ପବିତ୍ର ବାଇବଲ

21 ମନୁଷ୍ୟପୁତ୍ରଙ୍କୁ ଯାଇ ମରିବାକୁ ପଡ଼ିବ। ଏହା ଘଟିବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସଘାତକତା କରିବ, ସେହି ଲୋକ ଯଦି ଜନ୍ମ ହୋଇ ନ ଥା’ନ୍ତା, ତେବେ ବହୁତ ଭଲ ହୋଇଥା’ନ୍ତା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ଵାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର ! ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

Viz kapitola kopírovat

ଓଡିଆ ବାଇବେଲ

21 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର ! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାନ୍ତା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଶାସ୍ତ୍ରରେ ଲେଖାଯାଇଥିବା ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁଭୋଗ କରିବେ। କିନ୍ତୁ ଯେଉଁ ଲୋକ ତାହାଙ୍କ ପ୍ରତି ବିଶ୍ୱାସଘାତକତା କରିବ, ତା’ର ଦଶା କେତେ ଭୟଙ୍କର ହେବ। ସେ ଜନ୍ମ ହୋଇ ନ ଥିଲେ ବରଂ ତା’ ପକ୍ଷେ ଭଲ ହୋଇ ଥାଆନ୍ତା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”

Viz kapitola kopírovat




ମାର୍କ 14:21

Následuj nás:

Reklamy


Reklamy